Masthead

ଦୁର୍ନୀତି ପ୍ରସଙ୍ଗରେ ଆଜି ଲୋକସେବା ଭବନ ଘେରିବ କଂଗ୍ରେସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ରାଜଧାନୀରେ ଗର୍ଜିବ କଂଗ୍ରେସ । ଦୁର୍ନୀତି ବିରୋଧରେ ଆଜି ଲୋକସେବା ଭବନ ଘେରିବ କଂଗ୍ରେସ । ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ, ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ଅଭିଯୋଗରେ ଲୋକସେବା ଭବନ ଘେରିବ କଂଗ୍ରେସ। ରାଜ୍ୟରେ ବେକାରୀ ସମସ୍ୟା ଓ ନାରୀ ନିର୍ଯାତନା ବୃଦ୍ଧି ପ୍ରସଙ୍ଗ ଉଠାଇବେ ଦଳ । କାର୍ଯ୍ୟକ୍ରମକୁ ସଫଳ କରିବାକୁ ସାରା ରାଜ୍ୟରୁ କଂଗ୍ରେସ ନେତା ଓ କର୍ମୀଙ୍କୁ ବିକ୍ଷୋଭରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । କଂଗ୍ରେସର ଏହି ଘେରାଉରେ ବହୁ ବରିଷ୍ଠ ନେତାଙ୍କ ସମେତ ପ୍ରଭାରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫେରି ପାଇଲେ ୫୪ଟି ହଜିଯାଇଥିବା ଦାମୀ ଫୋନ୍ 🔴 ବନ୍ୟା ବିପନ୍ନଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା 🔴 ନୌସେନା ଯବାନଙ୍କ ପରିବାରକୁ ଶେଷ ବିଦାୟ,ଏକାଠି ଜଳିଲା ୪ ଜଣଙ୍କ ଜୁଇ 🔴 ପାଚେରୀ ଡେଇଁ ହଷ୍ଟେଲରୁ ୬ ଅନ୍ତେବାସୀ ଫେରାର 🔴 ବନ୍ୟା ଘେରରେ ୩୦ରୁ ଅଧିକ ପରିବାର 🔴 ୩ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତି 🔴 ଆଜି ବି ପ୍ରବଳ ବର୍ଷିବ; ୨ ଜିଲ୍ଲାକୁ ରେର୍ଡ, ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ 🔴  ଲଗାଣ ବର୍ଷାରେ ଦବିଲା ରେଳ ଲାଇନ୍ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଫେରି ପାଇଲେ ୫୪ଟି ହଜିଯାଇଥିବା ଦାମୀ ଫୋନ୍ 🔴 ବନ୍ୟା ବିପନ୍ନଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା 🔴 ନୌସେନା ଯବାନଙ୍କ ପରିବାରକୁ ଶେଷ ବିଦାୟ,ଏକାଠି ଜଳିଲା ୪ ଜଣଙ୍କ ଜୁଇ 🔴 ପାଚେରୀ ଡେଇଁ ହଷ୍ଟେଲରୁ ୬ ଅନ୍ତେବାସୀ ଫେରାର 🔴 ବନ୍ୟା ଘେରରେ ୩୦ରୁ ଅଧିକ ପରିବାର 🔴 ୩ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତି 🔴 ଆଜି ବି ପ୍ରବଳ ବର୍ଷିବ; ୨ ଜିଲ୍ଲାକୁ ରେର୍ଡ, ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ 🔴  ଲଗାଣ ବର୍ଷାରେ ଦବିଲା ରେଳ ଲାଇନ୍ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର