Masthead

‘ପ୍ରଶ୍ନପତ୍ର ଲିକ ହୋଇନି’

କଟକ (ବଡ଼ ଖବର ବ୍ୟୁରୋ): ପୁଣି ମାଟ୍ରିକ୍ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ୍ ହୋଇଥିବା ଅଭିଯୋଗ ହୋଇଛି। କେନ୍ଦୁଝରରେ ଗଣିତ ପ୍ରଶ୍ନପତ୍ରର ଦୁଇଟି ସେଟ୍ ଭାଇରାଲ ହୋଇଥିବା ସୂଚନା ମିଳିଛି। ପରୀକ୍ଷା ଆରମ୍ଭ ହେବାର ଯଥେଷ୍ଟ ପୂର୍ବରୁ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ସେପଟେ କିନ୍ତୁ ମାଟ୍ରିକ୍ ଗଣିତ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ବୋର୍ଡ ସଭାପତି ଏବଂ ଉପସଭାପତି ଏହି ଘଟଣାକୁ ଖଣ୍ଡନ କରିଛନ୍ତି।

୧୧ଟା ୪୫ରେ ପରୀକ୍ଷା ସରିବା ପରେ ପ୍ରଶ୍ନପତ୍ର ପଦାକୁ ଆସିଛି। ୧୧ଟା ୪୫ ପୂର୍ବରୁ କୌଣସି ଅଭିଯୋଗ ଆମ ପାଖକୁ ଆସିନାହିଁ। ତେଣୁ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇନଥିବା ବୋର୍ଡ ଉପସଭାପତି କହିଛନ୍ତି । ଅନ୍ୟପଟେ ଏହି ପ୍ରସଙ୍ଗକୁ ନେଇ ଛାତ୍ରଛାତ୍ରୀମାନେ ଚିନ୍ତା ପ୍ରକଟ କରିଛନ୍ତି। ସେଟ୍-ସି ଏବଂ ଡି ର ଭାଇରାଲ୍ ପ୍ରଶ୍ନ ଆଜିର ପ୍ରଶ୍ନ ସହ ମେଳ ଖାଉଥିବା ପରୀକ୍ଷାର୍ଥୀମାନେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..