Masthead

ଖାଁ ଖାଁ ଭସାଣି

ଲଇକେରା, (ବଡ଼ ଖବର ବ୍ୟୁରୋ): କରୋନା ମାଡ଼ରେ ଖାଁ ଖାଁ ମା’ଙ୍କ ଭସାଣି । ଦିଲ୍ଲୀରୁ ପଲ୍ଲୀ ସବୁଠି ସୀମିତ ସଂଖ୍ୟକ ଭକ୍ତରେ ଚାଲିଛି ଭସାଣି । ଝାରସୁଗୁଡ଼ା ଜିଲ୍ଲା ଲଇକେରା ଥାନା ବାଗଡିହିରେ ମା’ଙ୍କ ଭସାଣି ପର୍ବ ଅନୁଷ୍ଠିତ ହୋଇଯାଇଛି। ପୁଜା କମିଟି ପକ୍ଷରୁ କୋଭିଡ୍ ନିୟମକୁ ପାଳନ କରି ସ୍ୱଳ୍ପ ସଂଖ୍ୟକ ଭକ୍ତରେ ମା’ଙ୍କ ଭସାଣି ହୋଇଛି । ଦର୍ଶନ ଲାଗି ଭକ୍ତମାନେ ରାସ୍ତା କଡ଼଼ରେ ଓ ଛାତ ଉପରେ ଅପେକ୍ଷା କରି ରହିଥିଲେ । ଭସାଣି ଯାତ୍ରାରେ ମା’ଙ୍କ ପ୍ରତିମାକୁ ବାହାର କରି ସହର ପରିକ୍ରମା କରିବା ପରେ ସ୍ଥାନୀୟ ପୋଖରୀରେ ବିସର୍ଜନ କରାଯାଇଥିଲା। ଆସନ୍ତା ବର୍ଷ ଯେପରି ଭକ୍ତ ଓ ମାଙ୍କ ମଧ୍ୟରେ ପାଚେରି ନ ରହୁ ସେଥିପାଇଁ ସମସ୍ତେ ପ୍ରାର୍ଥନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା