Masthead

NAC ଦାବିରେ ୮ ଘଣ୍ଟିଆ ଖଇରା ବନ୍ଦ

ସୋର (ବଡ଼ ଖବର ବ୍ୟୁରୋ): ଖଇରାକୁ ଏନଏସି ଦାବିରେ ୧୦ ଘଣ୍ଟିଆ ବନ୍ଦ ଡାକରା । ଖଇରା ସ୍ୱାଭିମାନ ମଞ୍ଚ ପକ୍ଷରୁ ୧୦ ଘଣ୍ଟିଆ ଖଇରା ବଜାର ବନ୍ଦ ଡାକରା । ଆଜି ସକାଳ ୬ ଘଟିକା ଠାରୁ ଖଇରା ସ୍ୱାଭିମାନ ମଞ୍ଚର ସଭାପତି ମୁକ୍ତିକାନ୍ତ ଶଥପତିଙ୍କ ନେତୃତ୍ୱରେ ରାଜ୍ୟ ସରକାରଙ୍କ ବିରୋଧରେ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦର ପ୍ରଭାବ ଖଇରା ବଜାର ଦେଖିବାକୁ ମିଳିଛି । ଅତ୍ୟାବଶ୍ୟକ କାର୍ଯ୍ୟ ବାଦ ସହିତ ବିଦ୍ୟାଳୟ, ମେଡିକାଲ କାର୍ଯ୍ୟକୁ ଛାଡି ସମସ୍ତ ଦୋକାନ ବଜାର ବନ୍ଦ ରହିଛି । ଆଗାମୀ ଦିନରେ ରାଜ୍ୟ ସରକାର ଖଇରାକୁ ଏନଏସି ଘୋଷଣା ନକରନ୍ତି ଏହି ଆନ୍ଦୋଳନକୁ ତୀବ୍ରତର କରିବା ପାଇଁ ମଞ୍ଚ ସଭ୍ୟ ସନ୍ତୋଷ ସାହୁ ପ୍ରକାଶ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା