Masthead

ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀ ସନ୍ଥନଙ୍କ ପରଲୋକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀ ସନ୍ଥନଙ୍କର ବୁଧବାର ପରଲୋକ ଘଟିଛି। ବୁଧବାର ସକାଳେ ଚେନ୍ନାଇର ରାଜୀବ ଗାନ୍ଧୀ ଜେନେରାଲ ହସ୍ପିଟାଲରେ ସନ୍ଥନ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରାଜୀବ ଗାନ୍ଧୀ ହତ୍ୟା ମାମଲାରେ ମୁକ୍ତ ହୋଇଥିବା ୬ ଜଣ ଦୋଷୀଙ୍କ ମଧ୍ୟରୁ ସେ ମଧ୍ୟ ଥିଲେ।

ଯେଉଁମାନଙ୍କୁ ପୂର୍ବରୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା। ୨୦୨୨ରେ ମୁକ୍ତ ହେବାର ଆଦେଶ ପରେ ସେ ଘରକୁ ଫେରିବା ପାଇଁ ଏକ ଚିଠି ମଧ୍ୟ ଲେଖିଥିଲେ। ଡାକ୍ତରଖାନା ଅଧିକାରୀ କହିଛନ୍ତି ଯେ, ସାନ୍ତନଙ୍କ ସକାଳ ୭:୫୦ରେ ମୃତ୍ୟୁ ଘଟିଛି। ଜାନୁଆରୀ ୨୭ରେ ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ