Masthead

ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲ । ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ହାଜର ହୋଇଛନ୍ତି ପ୍ରଫୁଲ୍ଲ । ପ୍ରଫୁଲ୍ଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ହାଜର ହେବାକୁ ଇଡି ନୋଟିସ କରିଥିଲା । ପୂର୍ବରୁ ପ୍ରଫୁଲ୍ଲ ଓ ତାଙ୍କ ପୁଅଙ୍କ ଘରେ ରେଡ କରିଥିଲା ଇଡି ।

ଏହାକୁ ନେଇ ସେ ଆଜି ଇଡିରେ ହାଜର ହୋଇଛନ୍ତି । ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ପୂର୍ବରୁ ରେଡ୍ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ । ଭୁବନେଶ୍ୱର, ଭଦ୍ରକର ଏକାଧିକ ସ୍ଥାନରେ ରେଡ୍ କରିଥିଲା ଇଡି । ଏହି ସମୟରେ ଗୋଟିଏ କାର ସହ ୯ଲକ୍ଷ ଟଙ୍କା ଜବତ କରିଥିଲା ଇଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି