Masthead

କାକଟପୁରକୁ ଏନଏସି ଘୋଷଣା ନକରିବା ପ୍ରତିବାଦରେ ବନ୍ଦ ଡାକରା

ପୁରୀ (ବଡ଼ ଖବର ବ୍ୟୁରୋ): କାକଟପୁରକୁ ଏନଏସି ଘୋଷଣା ନକରିବା ପ୍ରତିବାଦରେ ବିଜେପି ତରଫରୁ ୧୨ ଘଣ୍ଟିଆ ବନ୍ଦ ଡାକରା । ନିକଟରେ ରାଜ୍ୟ ସରକାର ୩୫ ଟି ଏନଏସି ଘୋଷଣା କରିଥିବା ବେଳେ ପୁରୀ ଜିଲ୍ଲା କାକଟପୁର ପ୍ରତି ରାଜ୍ୟ ସରକାର କ୍ରମାଗତ ଭାବେ ବୈମାତୃକ ମନୋଭାବ ପୋଷଣ କରୁଥିବା ବିଜେପି ଅଭିଯୋଗ କରିଛି।

ଆଜି କାକଟପୁର ବିଜେପି ପକ୍ଷରୁ କାକଟପୁର କୁ ଏନଏସି ମାନ୍ୟତା ଦାବିରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଭୁ ପ୍ରସାଦ ତରାଇଙ୍କ ନେତୃତ୍ବରେ ଶତାଧିକ ବିଜେପି କର୍ମୀ ଓ ନେତା ସାମିଲ ହୋଇ ବିଜେପି କାର୍ଯ୍ୟାଳୟ ସମ୍ମୁଖରେ ଏନଏସି ଘୋଷଣା ଦାବିରେ ନାରାବାଜି ଦେଇଥିଲେ। ତେବେ କାକଟପୁରକୁ ନୂତନ ଏନଏସି ମାନ୍ୟତା ଦିଆ ନଗଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତାର ହେବ ବୋଲି ଚେତାବନୀ ଦେଇଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ