Masthead

ଅଖିଳେଶ ଯାଦବଙ୍କୁ ସିବିଆଇର ସମନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କୁ ସିବିଆଇର ସମନ । ଅବୈଧ ଖଣି ଖନନ ମାମଲାରେ ଏହି ସମନ ଦିଆଯାଇଛି । ଅବୈଧ ଖଣି ଖନନ ମାମଲାରେ ପଚରା ଉଚରା କରିବା ପାଇଁ ଆଜି ଦିଲ୍ଲୀ ସ୍ଥିତ କାର୍ଯାଳୟରେ ହାଜର ହେବାକୁ ଡାକିଛି ସିବିଆଇ । ମାମଲାରେ ଅଖିଳେଶଙ୍କୁ ସାକ୍ଷ୍ୟ ଭାବେ ଉପସ୍ଥିତ ରହିବାକୁ କୁହାଯାଇଛି ।

ଉତ୍ତରପ୍ରଦେଶର ସମାଜବାଦୀ ପାର୍ଟିର ସରକାର ଥିବା ସମୟରେ ହମିରପୁରରେ ବଡ ଧରଣର ଖଣି ଦୁର୍ନୀତିର ଅଭିଯୋଗ ସାମ୍ନାକୁ ଆସିଥିଲା । ୨୦୧୯ ଜାନୁଆରି ୨ ତାରିଖରେ ସିବିଆଇ ୧୧ ଜଣ ଅଭିଯୁକ୍ତଙ୍କ ନାଁରେ ମାମଲା ରୁଜୁ କରିଥିଲା । ଖଣି ଦୁର୍ନିତୀରେ ବହୁ ସରକାରୀ କର୍ମଚାରୀଙ୍କ ନାଁ ମଧ୍ୟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା