କେନ୍ଦୁଝର ଯିବେ ରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ମହାମହିମଙ୍କର କେନ୍ଦୁଝର ଓ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ରହିଛି। ଗତକାଲି ମୟୂରଭଂଜ ଜିଲ୍ଲା ଯାଇଥିବାବେଳେ ଆଜି ମହାମହିମଙ୍କର କେନ୍ଦୁଝର ଜିଲ୍ଲାରେ କାର୍ଯ୍ୟକ୍ରମ ରହିଛି । ଆଜି କେନ୍ଦୁଝର ଯାଇ ଗୋନାସିକା କଦଳୀବାଡ଼ି ଗାଁର ଆଦିମ ଅଧିବାସୀ ସଦସ୍ୟଙ୍କୁ ଭେଟିବେ । ପରେ ଧରଣୀଧର ୟୁନିଭର୍ସିଟିର ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଯୋଗଦେବେ । ଏଥିପାଇଁ ଧରଣୀଧର ୟୁନିଭର୍ସିଟିରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସେଇଠୁ ଫେରି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ।

ଆସନ୍ତାକାଲି ରାଷ୍ଟ୍ରପତି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, କଟକରେ ବ୍ରହ୍ମକୁମାରୀ ଓଡ଼ିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ। ପରେ ରାଜଭବନରେ ପ୍ରଧାନମନ୍ତ୍ରୀ ଜନମନର ଉପସ୍ଥାପନା ଦେଖିବେ। ମାର୍ଚ୍ଚ ୨ ତାରିଖରେ ସମ୍ବଲପୁର ଜିଲ୍ଲା ଗସ୍ତରେ ଯାଇ ସନ୍ଥକବି ଭୀମଭୋଇଙ୍କ ସହ ଜଡ଼ିତ ବିଭିନ୍ନ ସ୍ଥାନ ପରିଦର୍ଶନ କରି ମହିମା ଧର୍ମାବଲମ୍ବୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ