କଂଗ୍ରେସର ୬ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କଲେ ବାଚସ୍ପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ସଂଖ୍ୟାଗରିଷ୍ଠତା ସତ୍ତ୍ୱେ ବିଜେପିକୁ ଯାଉଥିବା ରାଜ୍ୟସଭା ଆସନ ରାଜନୈତିକ ଅସ୍ଥିରତା ସୃଷ୍ଟି କରିଛି। ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସମସ୍ତ ୬ ଜଣ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି।

କଂଗ୍ରେସ ବିଧାୟକ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ହର୍ଷବର୍ଦ୍ଧନ ଚୌହାନ ଦଳ ବିରୋଧୀ ଆଇନ ଅନୁଯାୟୀ ଏହି ବିଧାୟକଙ୍କ ଅଯୋଗ୍ୟତା ପାଇଁ ଆବେଦନ କରିଥିଲେ। ହିମାଚଳ ପ୍ରଦେଶ ବିଧାନସଭା ବାଚସ୍ପତି କୁଲଦୀପ ସିଂ ପଠାନିଆ କହିଛନ୍ତି, ଦଳ ବିରୋଧୀ ଆଇନ ଅନୁଯାୟୀ ମୁଁ ୬ ଜଣ ବିଧାୟକଙ୍କୁ ଅଯୋଗ୍ୟ କରିଛି, ସେମାନେ ଆଉ ହିମାଚଳ ପ୍ରଦେଶ ବିଧାନସଭା ସଦସ୍ୟ ନୁହଁନ୍ତି। ବାଚସ୍ପତି ଗତକାଲି ଉଭୟ ପକ୍ଷର ଶୁଣାଣି କରିଥିଲେ। ଆଜି ବାଚସ୍ପତି ଏହି ରାୟ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ