Masthead

ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ

ବସ୍ତା (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥ ହଳଦୀପଦା ସ୍ଥିତ ରାଜଧାନୀ ଢ଼ାବା ନିକଟରେ ଅଜଣା ଗାଡି ଧକ୍କାରେ ଯୁବକ ମୃତ ହୋଇଥିବା ଦେଖିବାକୁ ମିଳିଛି । ସୂଚନା ଅନୁଯାୟୀ ଉକ୍ତ ଯୁବକ ରାସ୍ତା ପାରିହେବା ସମୟରେ କୌଣସି ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଯାହା ସ୍ଥାନୀୟ ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି ।

ତେବେ ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଂଚି ସ୍ଥାନୀୟ ଲୋକଙ୍କ ସହାୟତାରେ ମୃତ ଶରୀରକୁ ଉଦ୍ଧାର କରି ଆମ୍ବୁଲାନ୍ସ ସାହାଯ୍ୟରେ ବସ୍ତା ଡାକ୍ତରଖାନାକୁ ବ୍ୟବଛେଦ ପାଇଁ ପଠାଇଥିଲେ । ଘଟଣାସ୍ଥଳରେ ବସ୍ତା ପୋଲିସ ପହଂଚି ଅଧିକ ତଦନ୍ତ ଜାରି ରଖିଥିବା ବେଳେ ଉକ୍ତ ଯୁବକଙ୍କ ପରିଚୟ ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ