ଏନଏସି ଦାବିରେ ତେଜୁଛି ଜନ ଅସନ୍ତୋଷ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ଏନଏସି ଦାବିରେ ତେଜୁଛି ଜନ ଅସନ୍ତୋଷ। ଲୋଇସିଂହା, ବଙ୍ଗୋମୁଣ୍ଡା ପରେ ଲାଠୋରରେ ୧୨ ଘଣ୍ଟିଆ ଲାଠୋର ବନ୍ଦ ପାଳନ। ଲାଠୋର ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାରେ ବଣିକ ସଂଘ ସହ ଅନ୍ୟାନ୍ୟ ସଂଗଠନ ଏଥିରେ ସାମିଲ ହୋଇଛନ୍ତି । ରାଜ୍ୟ ସରକାର ୩୫ ଗୋଟି ଏନଏସି ଘୋଷଣା କରିଥିବା ବେଳେ ଏଥିରୁ ବଲାଙ୍ଗୀର ଜିଲ୍ଲାର ଲାଠୋର ବାଦ୍ ପଡିଥିବାରୁ ସ୍ଥାନୀୟ ଲୋକ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରିଛନ୍ତି। ବନ୍ଦ ଯୋଗୁଁ ଦୋକାନ ବଜାର ବନ୍ଦ ଥିବା ବେଳେ ଯାତାୟତ ସମ୍ପୂର୍ଣ୍ଣ ରୂପେ ଠପ୍ ହୋଇଯାଇଛି । ହେଲେ ଅତ୍ୟାବଶ୍ୟକ ସେବାକୁ ଏହି ଆନ୍ଦୋଳନରୁ ବାଦ୍ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ