Masthead

ଆସନ୍ତାକାଲି ବ୍ରହ୍ମପୁର ଗସ୍ତରେ ଆସିବେ ମହାମହିମ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଆସନ୍ତା କାଲି ବ୍ରହ୍ମପୁର ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି। ଦିନ ୧୦.୩୫ରେ ବ୍ରହ୍ମପୁର ଏୟାରପୋର୍ଟରେ ଓହ୍ଲାଇବେ । ସେଠାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସିଧା ବ୍ରହ୍ମପୁର ବିଶ୍ଵ ବିଦ୍ୟାଳୟ ରେ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା।ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟ ରେ। ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ରଘୁବର ଦାସ, ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଦ୍ୱିତୀୟ ଥର କୌଣସି ରାଷ୍ଟ୍ରପତି ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ୫୨ ବର୍ଷ ପରେ ପୁଣି ପାଦ ଥାପୁ ଛନ୍ତି ରାଷ୍ଟ୍ରପତି। ଏଥି ପାଇଁ ସମସ୍ତେ ବେଶ୍ ଉତ୍ସାହିତ।ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଜିଲ୍ଲାପାଳ ,ବରିଷ୍ଠ ପ୍ରଶାସନିକ ଅଧିକାରୀ ପୋଲିସ ଅଧିକାରୀ ସମସ୍ତ ପ୍ରକାର ପ୍ରସ୍ତୁତିର ଯାଞ୍ଚ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ