Masthead

ଓଟିଇଟି ପାସ୍ କରିଥିବା ଗଣଶିକ୍ଷକ ହେବେ ନିୟମିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢ଼ିଲା ଗଣଶିକ୍ଷକଙ୍କ ଦରମା । ଓଟିଇଟି ପାସ୍ କରିଥିବା ଗଣଶିକ୍ଷକ ହେବେ ନିୟମିତ । ସହକାରୀ ଶିକ୍ଷକ ବା ଏକ୍ସ କ୍ୟାଡର ଭାବେ ନିୟମିତ କରାଯିବ। ଏଥିରେ ଉପକୃତ ହେବେ ୧୨ ହଜାର ୧୧୩ ଗଣଶିକ୍ଷକ । ସେହିପରି ଓଟିଇଟି ପାସ କରିନଥିବା ଗଣଶିକ୍ଷକଙ୍କ ମାସିକ ଦରମା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ୱାରା ୧ ହଜାର ୧୨୧ ଜଣ ଗଣଶିକ୍ଷକ ଉପକୃତ ହୋଇଛନ୍ତି। ଏହାସହିତ ଯେଉଁ ସହକାରୀ ଶିକ୍ଷକ ବା ଏକ୍ସ କ୍ୟାଡରମାନଙ୍କୁ ବାର୍ଷିକ ଇନକ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ ଓଟିଇଟି ପାସ କରିଥିବା ଏକ୍ସ କ୍ୟାଡରଙ୍କୁ ବାର୍ଷିକ ଇନକ୍ରିମେଣ୍ଟ ପ୍ରଦାନ କରାଯିବ। ଏହାଦ୍ୱାରା ୯ ହଜାର ୫୨୦ ସହକାରୀ ଶିକ୍ଷକ ଉପକୃତ ହେବେ। ଏସବୁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଦ୍ୱାରା ରାଜ୍ୟର ମୋଟ ୧୨ ହଜାର ୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି