Masthead

ବନକର୍ମଚାରୀ-ଗ୍ରାମବାସୀ ଧସ୍ତାଧସ୍ତି

ବାରିପଦା(ବଡ଼ ଖବର ବ୍ୟୁରୋ): ବନକର୍ମଚାରୀ-ଗ୍ରାମବାସୀ ଧସ୍ତାଧସ୍ତି । ବାଙ୍ଗିରିପୋଷି ବନାଞ୍ଚଳ ପାକଟିଆ ଅଂଚଳର ଘଟଣା । ବନ କର୍ମଚାରୀ ଜଙ୍ଗଲରୁ ଶାଳଗଛ କାଟୁଥିବା ବେଳେ ବିରୋଧ କରିଥିଲେ ସ୍ଥାନୀୟ ଲୋକେ । ଗଛ କାଟିବାକୁ ମନା କରିବାରୁ ଧସ୍ତାଧସ୍ତି ହେବା ସହ ଆକ୍ରମଣ ହୋଇଛି । ଅନ୍ୟପକ୍ଷରେ ବନ ବିଭାଗ କହିଛି ଗଛ କଟାହେଉଥିବା ଖବର ପାଇ ବନ କର୍ମଚାରୀ ମାନେ ଘଟଣା ସ୍ଥଳକୁ ଯାଇଥିଲେ । ଏନେଇ ଆଜି ବନ ବିଭାଗର ବରିଷ୍ଠ ଅଧିକାରୀ ତଦନ୍ତ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା