Masthead

ଦୁର୍ନୀତି ବିରୋଧରେ ଆପର ଗଣଧାରଣା

ରାୟଗଡା (ବଡ଼ ଖବର ବ୍ୟୁରୋ): ଦୁର୍ନୀତି ବିରୋଧରେ ଆପର ଗଣଧାରଣା । ରାୟଗଡା ପୌରପରିଷଦ ସମ୍ମୁଖରେ ଆପର ଗଣଧାରଣା ଓ ସମାବେଶ। ଲୋକଙ୍କ ମୌଳିକ ସମସ୍ୟାର ସମାଧାନ ହୋଇପାରୁ ନାହିଁ ଗତ ୨୪ ବର୍ଷ ଧରି ଚାରିଆଡେ କେବଳ ଦୁର୍ନୀତି ହିଁ ଦୁର୍ନୀତି । ଜିଲ୍ଲା ଅଭିବୃଦ୍ଧିରେ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ବିଜେଡି ନେତା ଏନ ଭାସ୍କର ରାଓ ବାଧକ ସାଜିଛନ୍ତି । ଭାସ୍କର ହଟାଓ ରାୟଗଡା ବଞ୍ଚାଓ ଅଭିଯାନ ଆରମ୍ଭ କରିଛି ଆପ୍ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସମ୍ପାଦକ ଜନ୍ମେଜୟ ସ୍ୱାଇଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ