Masthead

ବେଦାନ୍ତ ପକ୍ଷରୁ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ଆୟୋଜିତ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଏମ ସି ଏଲର ଲଖନପୁର ଖୋଲା ଖଦାନ ଏରିଆର ସାଇଡିଂରେ ଝାରସୁଗୁଡ଼ାର ବେଦାନ୍ତ କମ୍ପାନୀ,ଏମ ସି ଏଲ, ମା ସମଲେଶ୍ଵରୀ ଟ୍ରକ୍ ମାଲିକ ସଂଘ, ଆୟୁଷ ରୋଡ ଲାଇନ୍ସ ପକ୍ଷରୁ ସଡ଼କ ସୁରକ୍ଷା ଜଗରୁକତା କାର୍ଯ୍ୟକ୍ରମ ଆୟାଜିତ । ଏହି ଶିବିରରେ ବେଦାନ୍ତ କମ୍ପାନୀ,ଏମ ସି ଏଲ ତଥା ଜିଲ୍ଲା ଟ୍ରାନ୍ସପୋର୍ଟ ବିଭାଗର ଅନେକ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ । ଏହି କାର୍ଯ୍ୟକ୍ରମ ଉପସ୍ଥିତ ଟ୍ରକ ଡ୍ରାଇଭରମାନଙ୍କୁ ନାଟକ ମାଧ୍ୟମରେ ସଡ଼କ ସୁରକ୍ଷା ବିଷୟରେ ସଚେତନ କରାଯାଇଥିଲା । ରାସ୍ତାରେ କେମିତି ଗାଡ଼ି ଚଳାଇବା ତଥା ଆମେ କେମିତି ଦୁର୍ଘଟଣାକୁ କମରୁ କମ କରିପାରିବା ସେ ବିଷୟରେ ସୂଚନା ପ୍ରଦାନ କରିଥିଲେ । ସେପଟେ ଡ୍ରାଇଭରମାନଙ୍କ ପାଇଁ ମାଗଣା ସ୍ୱସ୍ଥ୍ୟ ଶିବିରର ଆୟୋଜନ ମଧ୍ୟେ କରାଯାଇଥିଲା । ଏହି କାର୍ୟ୍ୟକ୍ରମରେ ଶତାଧିକ ଟ୍ରକ୍ ଡ୍ରାଇଭର, ମାଲିକ ତଥା ଅନ୍ୟାନ୍ୟ ଅଧିକାରୀ ମଧ୍ୟ ଉପସ୍ଥିତଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼