Masthead

ବିଜେପିର ମହାମିଶ୍ରଣ ପର୍ବ

ଝାରସୁଗୁଡା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡା ନିର୍ବାଚନ ମଣ୍ଡଳୀରେ ଦିନକୁ ଦିନ ବିଜେପିର ବଳ ବଢ଼ିବାରେ ଲାଗିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଲୋକପ୍ରିୟତା ଓ ଲୋକାଭିମୁଖୀ ଯୋଜନାରେ ଅନୁପ୍ରାଣିତ ହୋଇ ବର୍ତ୍ତମାନ୍ ଲୋକେ ତାଙ୍କୁ ନିଜର ଆଦର୍ଶ ମାନିବା ଆରମ୍ଭ କଲେଣି। ଏହାର ପ୍ରଭାବରେ ଆଜି ବିଜେପି ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀଙ୍କ ନେତୃତ୍ୱରେ ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀର ଲଇକେରା ମଣ୍ଡଳରେ ବିଜେପିର ବଡ଼ ଧରଣ ର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇ ଯାଇଛି।

ଦୀର୍ଘ ଦିନ ଏହି ଅଞ୍ଚଳ ରେ ଚାଲିଥିବା ପରିବାରବାଦ୍ ଶାସନକୁ ତ୍ୟାଗ କରି ୫ ଟି ପଞ୍ଚାୟତରୁ ପ୍ରାୟ ୧୦୦୦ରୁ ଅଧିକ କର୍ମୀ ବିଭିନ୍ନ ଦଳରୁ ଆସି ବିଜେପିରେ ସାମିଲ ହୋଇଛନ୍ତି । ଏହି କାର୍ଯ୍ୟକ୍ରମରେ ବିଜେପିର ବରିଷ୍ଠ ନେତା ପ୍ରମୋଦ ତ୍ରିପାଠୀ, ଲଳିତ ମଗର, ପଙ୍କଜ ବେହେରା, ସଂଯୁକ୍ତା ଓରାମ ପ୍ରମୁଖ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ