Masthead

ବିଜେଡିକୁ ଆଉ ଏକ ଝଟ୍‌କା

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିକୁ ଆଉ ଏକ ଝଟ୍‌କା । ଦଳ ଛାଡ଼ିଲେ ଜୟଦେବ ବିଧାୟକ ଅରବିନ୍ଦ ଢ଼ାଲି । ଜୟଦେବ ବିଧାୟକ ଅରବିନ୍ଦ ଢାଲି ବିଜେଡିରୁ ଇସ୍ତଫା ଦେଇଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଅରବିନ୍ଦ । ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଲେ ଇସ୍ତଫାପତ୍ର । ଆସନ୍ତାକାଲି ବିଜେପିରେ ଯୋଗଦେବେ ଅରବିନ୍ଦ ଢାଲି । ପୂର୍ବରୁ ବିଜେଡି-ବିଜେପି ମେଣ୍ଟ ସରକାରରେ ମନ୍ତ୍ରୀ ଥିବା ଅରବିନ୍ଦ ଢାଲି ୬ ଥର ବିଧାୟକ ରହିଛନ୍ତି ।

ପ୍ରଥମେ ବିଜେପି ଟିକେଟରୁ ବିଧାୟକ ହୋଇଥିବା ଅରବିନ୍ଦ ପରବର୍ତ୍ତୀ ସମୟରେ ଭାରତୀୟ ଜନଶକ୍ତି ପାର୍ଟି, ସମାଜବାଦୀ ପାର୍ଟି ଏବଂ ବିଜେଡିରେ ସାମିଲ ହୋଇଥିଲେ । ତେବେ ୨୦୨୪ ନିର୍ବାଚନ ପୂର୍ବରୁ ଅରବିନ୍ଦ ପୁଣିଥରେ ବିଜେଡି ଛାଡି ବିଜେପି କ୍ୟାମ୍ପକୁ ଫେରିଛନ୍ତି । ତେବେ ଇସ୍ତଫା ଦେବା ପଛରେ ସେଭଳି କୌଣସି ସ୍ପଷ୍ଟ କାରଣ ଦର୍ଶାଇ ନାହାନ୍ତି ଅରବିନ୍ଦ ଢାଲି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?