Masthead

ମୋଦିଙ୍କ ପାଦ ନଖ ସହିତ ବି ସମାନ ନୁହନ୍ତି ଉଦୟନିଧି: ବିଜେପି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତାମିଲନାଡୁର କ୍ରୀଡାମନ୍ତ୍ରୀ ତଥା ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ପୁଣି ଥରେ ବିବାଦୀୟ ବୟାନ ଚର୍ଚ୍ଚାକୁ ଆସିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସିଧାସଳଖ ଟାର୍ଗେଟ କରିଥିଲେ ଉଦୟନିଧି । ଯାହାକୁ ଦେଇ ଭାରତୀୟ ଜନତା ପାର୍ଟି ତାଙ୍କୁ ବିଫଳ ଅଭିନେତା ବୋଲି କହିଛି। ବିଜେପି କହିଛି ଯେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଦର ନଖ ସହିତ ବି ସେ ସମାନ ନୁହଁନ୍ତି।

ସୂଚନାଯୋଗ୍ୟ, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନ ତାଙ୍କ ବିବୃତ୍ତି ପାଇଁ ଚର୍ଚ୍ଚାରେ ରହିଛନ୍ତି। ଏଥର ସେ କହିଛନ୍ତି ଯେ କେବଳ ପ୍ରଧାନମନ୍ତ୍ରୀ ମୋଦି ନୁହଁନ୍ତି, ତାଙ୍କ ଜେଜେବାପା ମଧ୍ୟ ଡିଏମକେ ପାଇଁ କୌଣସି ଅନିଷ୍ଟ କରିପାରିବେ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ