Masthead

ବିଭିନ୍ନ ଦାବି ନେଇ ଉଲୁଣ୍ଡା ବନ୍ଦ

ସୋନପୁର (ବଡ଼ ଖବର ବ୍ୟୁରୋ): ବିଭିନ୍ନ ଦାବି ନେଇ ଉଲୁଣ୍ଡା ବନ୍ଦ ରହିଛି । ଉଲୁଣ୍ଡାକୁ ଏନଏସି ଘୋଷଣା, ଜେଏମଏଫସି କୋର୍ଟ, ଏବଂ ସୈନିକ ସ୍କୁଲ ଦାବିରେ ଆଜି ସଚେତନ ନାଗରିକ ଏବଂ ଅଞ୍ଚଳବାସୀ ତରଫରୁ ୬ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । ସୂଚନା ଅନୁସାରେ ରାଜ୍ୟସରକାର କିଛି ଦିନ ପୂର୍ବରୁ ବୀରମହାରାଜପୁର ଏବଂ ଡୁଙ୍ଗୁରିପାଲିକୁ ଏନଏସି ଘୋଷଣା କରିଛନ୍ତି । ହେଲେ ଉଲୁଣ୍ଡାକୁ ବାଦ ପଡିଛି । ସେହିପରି ଉଲୁଣ୍ଡାରେ ଜେଏମଏଫସି କୋର୍ଟ ପାଇଁ ପୂର୍ବରୁ ଘୋଷିତ ହୋଇଥିଲେ ମଧ୍ୟ କାର୍ୟ୍ୟକ୍ଷମ ହୋଇନାହିଁ ଏବଂ ସୈନିକ ସ୍କୁଲ ପାଇଁ ପ୍ରସାସିନକ ସ୍ତରରେ ସ୍ଥାନ ନିରୂପଣ ହୋଇଥିଲେ ମଧ୍ୟ ଅଗ୍ରଗତି ହୋଇନଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା