Masthead

ଭିଜିଲାନ୍ସ ଜାଲରେ ଏଏସ୍ଆଇ ଆଲୋକ କୁମାର ଷଢଙ୍ଗୀ

କଟକ (ବଡ଼ ଖବର ବ୍ୟୁରୋ) ଭଦ୍ରେଶ୍ୱର ଥାନା ଉପରେ ଭିଜିଲାନ୍ସ ଚଢ଼ାଉ । ଭିଜିଲାନ୍ସ ଜାଲରେ ଏଏସ୍‌ଆଇ ଆଲୋକ କୁମାର ଷଢଙ୍ଗୀ । ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାନ୍ସ ଟିମ ହାତରେ ଧରାପଡିଛନ୍ତି । ସ୍ଥାନୀୟ ଅଞ୍ଚଳର ଜଗବନ୍ଧୁ ରାଉତ ନାମକ ଜନୈକ ବ୍ୟକ୍ତକୁ ଏକ କେଶରେ କୋହଳ ଦଫା ଲଗାଇବାକୁ କହି ଲାଞ୍ଚ ନେଉଥିଲେ । ଏହିସମୟରେ ୨ ଜଣିଆ ଭିଜିଲାନ୍ସ ଏ ଏସ ଆଇକୁ ଗିରଫ କରିଛି ।

ଲାଞ୍ଚ ନେଇ ଧରାପଡ଼ିବା ପରେ ଏଏସ୍‌ଆଇ ଆଲୋକ କୁମାର ଷଡ଼ଙ୍ଗୀଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଥିଲା। ଭିଜିଲାନ୍ସ ପକ୍ଷରୁ ଏହି ଘଟଣାରେ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି