Masthead

ଠେଙ୍ଗାରେ ପିଟି ପିଟି ବାପାକୁ ହତ୍ୟା କଲା ପୁଅ

ଅନୁଗୋଳ (ବଡ଼ ଖବର ବ୍ୟୁରୋ): : ଟଙ୍କା ପାଇଁ ବାପାଙ୍କୁ ହତ୍ୟା। ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନୃଶଂସ ପୁଅ । । ବନ୍ତଳା ଥାନା ତଳଗଡ ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ମୃତକ ବାପା ହେଲେ ବିପ୍ରବର ଭୋଇ। ହତ୍ୟାକାରୀ ପୁଅ ବଳରାମ ଭୋଇ ଫେରାର ଥିବା ସୂଚନା ରହିଛି ।

ବନ୍ତଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ଦୀର୍ଘ ଦିନ ହେବ ବାପ ପୁଅଙ୍କ ମଧ୍ୟରେ ଟଙ୍କାକୁ ନେଇ ଗଣ୍ଡଗୋଳ ହେଉଥିଲା। ତେବେ ପୁଅ ବଳରାମ ଉତ୍ତ୍ୟକ୍ତ ହୋଇ ଠେଙ୍ଗାରେ ଆକ୍ରମଣ କରିଥିଲା । ଫଳରେ ଘଟଣା ସ୍ଥଳରେ ବିପ୍ରବରଙ୍କ ପ୍ରାଣବାୟୁ ଉଡ଼ିଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର