Masthead

ସବଡିଭିଜନ ମାନ୍ୟତା ଦାବିରେ ୧୨ ଘଣ୍ଟିଆ ଲକ୍ଷ୍ମୀପୁର ବନ୍ଦ

ଲକ୍ଷ୍ମୀପୁର(ବଡ଼ ଖବର ବ୍ୟୁରୋ): ୧୨ ଘଣ୍ଟିଆ ଲକ୍ଷ୍ମୀପୁର ବନ୍ଦ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ବିକାଶ ପରିଷଦ ପକ୍ଷରୁ ଆଜି ଚାରୋଟି ବ୍ଲକ ଯଥା ଲକ୍ଷ୍ମୀପୁର, ନାରାୟଣପାଟଣା, ବନ୍ଧୁଗାଁ ଓ ଦଶମନ୍ତପୁର ବ୍ଲକକୁ ବନ୍ଦ ଡାକରା ଦିଆଯାଇଛି । ଏହି ୪ ବ୍ଲକକୁ ସବଡିଭିଜନ ମାନ୍ୟତା ଦାବି କରି ଆଜି ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ବିକାଶ ପରିଷଦ ଓ ଜନ ସାଧାରଣଙ୍କ ଦ୍ୱାରା ବନ୍ଦ ପାଳନ କରାଯାଉଛି । ଫଳରେ ଦୋକାନ ବଜାର ବନ୍ଦ କରିବା ସହ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଟାୟାର ଜାଲି ରାସ୍ତା ଅବରୋଧ କରିଥିବାରୁ ଉଭୟ ପାର୍ଶ୍ଵରେ ଶହ ଶହ ଯାନବାହନ ଅଟକି ରହିଥିବାରୁ ଯାତ୍ରୀମାନେ ନାହଁ ନଥିବା ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି। ଧାରଣା ସ୍ଥଳରେ ଲକ୍ଷ୍ମୀପୁର ଏସଡିପିଓ ବିରଞ୍ଚିନାରାୟଣ ଜଗତ୍, ଥାନା ଅଧିକାରୀ ସୁଜ୍ଞାନୀ ସାହୁ ଓ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା