Masthead

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଯାଜପୁର ଚଣ୍ଡିଖୋଲ ବେଣାପୁରଠାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ। ଏଥିସହ ସେଠାରେ ଆୟୋଜିତ ବିରାଟ ସାଧାରଣ ସଭାରେ ଉଦବୋଧନ ଦେବେ। ତେବେ ମୋଦିଙ୍କ ଗସ୍ତକୁ ଆଖି ଆଗରେ ରଖି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ସମାବେଶସ୍ଥଳ ବେଣାପୁର ପଡିଆକୁ ଯାଇ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ। ଡିଜିପିଙ୍କ ସହ ଥିଲେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ, ଯାଜପୁର ଏସପି ଭିନିତ ଅଗ୍ରୱାଲଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ। ବେଣାପୁର ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡ଼ କରାଯାଇଛି। ପରୀକ୍ଷାମୂଳକ ଭାବେ ବାୟୁସେନାର ଦୁଇଟି ହେଲିକପ୍ଟର ସେଠାରେ ଲ୍ୟାଣ୍ଡିଂ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା