Masthead

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପୁଣି ହତ୍ୟା ଧକମ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପୁଣି ହତ୍ୟା ଧକମ ମିଳିଛି। ବୋମା ପକାଇ ତାଙ୍କ ଉଡାଇଦେବାକୁ ଧମକରେ କୁହାଯାଇଛି। ମହାନଗର ନିଗମରେ ଏହି ଘଟଣାରେ ଏଫଆଇଆର୍‌ ରୁଜୁ ହୋଇଛି। ସୁରକ୍ଷା ମୁଖ୍ୟାଳୟରେ ପୋଷ୍ଟ କରାଯାଇଥିବା ପୋଲିସର ସିୟୁଜି ନମ୍ବରରେ ଏହି ଧମକପୂର୍ଣ୍ଣ କଲ କରାଯାଇଥିଲା। ତେବେ ଏହି ମାମଲାର ଏବେ ତଦନ୍ତ ଚାଲିଛି। ସିଏମ ଯୋଗୀଙ୍କୁ ହତ୍ୟା ଧମକ ଦିଆଯାଇଛି ଏହା ପ୍ରଥମ ଘଟଣା ନୁହେଁ । ଏହା ପୂର୍ବରୁ ମଧ୍ୟ ତାଙ୍କୁ ଧମକ ଦିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ