Masthead

ମରଣଯନ୍ତା ପାଲଟିଛି ନୀଳଗିରି ମିତ୍ରପୁର ରାସ୍ତା

ନୀଳଗିରି (ବଡ଼ ଖବର ବ୍ୟୁରୋ): ନୀଳଗିରି ମିତ୍ରପୁର ରାସ୍ତା ପାଲଟିଛି ମରଣଯନ୍ତା । ପଊଛି ନରୀହ ଲୋକଙ୍କ ମୁଣ୍ଡ । କଣ୍ଟ୍ରାକ୍ଟରର ଖାମଖିଆଲି କାମ ପାଇଁ ଅଜଣା ଟ୍ରକ ତଳେ ପଡି ରବିବାର ରାତିରେ ଜଣେ ଯୁବକର ଜୀବନ ଚାଲିଯାଇଛି । କାମ ସାରି ଘରକୁ ଫେରୁଥିବା ସମୟରେ ଏହି ଘଟଣା ଘଟିଥିଲା । ନୀଳଗିରିରୁ ମିତ୍ରପୁର ରାସ୍ତା କାମ ଚାଲୁଥିବାରୁ ରାସ୍ତା ଠିକାଦାରର ଖାମଖିଆଲିଆ ମନୋଭାବ ପାଇଁ କୌଣସି ପ୍ରକାର ବାରିକେଟ୍ ଟେପ୍ କିମ୍ବା ବୋର୍ଡ ଲଗା ନ ଯାଇ ଯାତାୟତ ପାଇଁ ଛାଡ଼ି ଦିଆଯାଉଛି ।

ଯାହାକୁ ନେଇ ସ୍ଥାନୀୟ ଲୋକେ ରାସ୍ତାରେ ବାଉଁଶ ବାନ୍ଧି ରାସ୍ତା ଅବରୋଧ କରି ପ୍ରତିବାଦ କରିଛନ୍ତି । ସ୍ଥାନୀୟ ପ୍ରଶାସନ ନିଦରେ ଶୋଇଥିବା ବେଳେ ନୀରିହ ଲୋକଙ୍କର ଜୀବନ କଥା ବୁଝୁଛି କିଏ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା