Masthead

ଇଡିରେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି । ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ହାଜର । କିଛି ଦିନ ତଳେ ବିଧାୟକ ପ୍ରଫୁଲ୍ଲ ସାମଲ ଇଡିରେ ହାଜର ହୋଇଥିଲେ । ବିଧାୟକ ପ୍ରଫୁଲ୍ଲ ସାମଲଙ୍କୁ ୮ ଘଣ୍ଟା ଧରି ଜେରା କରିଥିଲା ଇଡି ।

କିଛି ଦିନ ତଳେ ବିଧାୟକ ପ୍ରଫୁଲ୍ଲ ସାମଲ ମଧ୍ୟ ଇଡିରେ ହାଜର ହୋଇଥିଲେ । ଦୀର୍ଘ ଘଂଟା ଧରି ପ୍ରଫୁଲ୍ଲ ସାମଲଙ୍କୁ ଇଡି ଅଧିକାରୀ ପଚରାଉଚରା କରିଥିଲେ । ଏହା ପୂର୍ବରୁ ଭୁବନେଶ୍ୱର, ଭଦ୍ରକର ଏକାଧିକ ସ୍ଥାନରେ ରେଡ୍ କରିଥିଲା ଇଡି । ଗୋଟିଏ କାର ସହ ୯ଲକ୍ଷ ଟଙ୍କା ଜବତ କରାଯାଇଥିଲା । ଏହା ପରେ ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ଇଡିରେ ହାଜର ହେବାକୁ ନୋଟିସ୍ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ