ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସ୍ୱତନ୍ତ୍ର ବିମାନରେ ତେଲେଙ୍ଗାନାରୁ ଆସି ପହଞ୍ଚିଲେ । ଭୁବନେଶ୍ୱରରୁ ହେଲିକପ୍ଟରରେ ଚଣ୍ଡିଖୋଲ ଗଲେ ପ୍ରଧାନମନ୍ତ୍ରୀ। ୩ଟା ୩୦ରେ ସରକାରୀ କାର୍ଯ୍ୟକ୍ରମରେ ଦେବେ ଯୋଗ । ୪ଟା ୧୫ରେ ସାଧାରଣ ସଭାରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ତେବେ ମାସକ ପରେ ପୁଣି ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟବାସୀଙ୍କୁ ଭେଟିଦେବେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ । ଏଥିସହ ସାଧାରଣ ସଭାରେ ସେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!