Masthead

୨୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ପ୍ରଧାନମନ୍ତ୍ରୀ

ଚଣ୍ଡିଖୋଲ(ବଡ଼ ଖବର ବ୍ୟୁରୋ): ଚଣ୍ଡିଖୋଲ ସଭାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି । ଭୁବନେଶ୍ବରରୁ ହେଲିକପ୍ଟରରେ ଚଣ୍ଡିଖୋଲ ପହଞ୍ଚିଲେ । ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ ଉପସ୍ଥିତ । ପ୍ରାୟ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପ ଭେଟି ଦେଲେ ପ୍ରଧାନମନ୍ତ୍ରୀ । ରେଳ, ଜାତୀୟ ରାଜପଥ ଆଦି ୧୬ଟି ପ୍ରକଳ୍ପ ଭେଟି ଦେଲେ । ଏଥିମଧ୍ୟରେ ରହିଛି ତୈଳ ଓ ଗ୍ୟାସ, ରେଳବାଇ, ସଡକ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତିର ପ୍ରକଳ୍ପ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ