Masthead

ଓଡ଼ିଶାରେ ବିକାଶର ନୂଆ ଧାରା ଆରମ୍ଭ ହୋଇଛି: ପ୍ରଧାନମନ୍ତ୍ରୀ

ଚଣ୍ଡିଖୋଲ(ବଡ଼ ଖବର ବ୍ୟୁରୋ): ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବକ୍ତବ୍ୟ । ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ । ଓଡ଼ିଶାରେ ଆଜି ବିକାଶର ନୂଆ ଧାରା ଆରମ୍ଭ ହୋଇଛି । ଓଡ଼ିଶା ଓ ଦେଶର ବିକାଶ ପାଇଁ ବିଜୁ ବାବୁଙ୍କ ଯୋଗଦାନ ସ୍ମରଣୀୟ । ପୂର୍ବ ଯୋଜନାରେ ପ୍ରକଳ୍ପ ଠିକ୍‌ ସମୟରେ ସରୁନଥିଲା । ଆମ ସରକାର ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟରେ ସାରିବାକୁ ଗୁରୁତ୍ୱ ଦିଏ । ଆମ ସରକାର ପାରାଦୀପ ରିଫାଇନାରୀ କାମ ସାରିଥିଲା । ଓଡ଼ିଶାର ବିକାଶ ପାଇଁ ଆମେ ଗୁରୁତ୍ୱ ଦେଇଆସୁଛୁ । ଓଡ଼ିଶା ରେଳ ବଜେଟ ପ୍ରାୟ ୧୨ ଗୁଣା ବଢ଼ାଇଛୁ । ଗଂଜାମରେ ଲୁଣି ଜଳ ପ୍ରକ୍ରିୟାକରଣ ପ୍ଲାଣ୍ଟ ଶିଳାନ୍ୟାସ ହୋଇଛି । ଲୁଣି ଜଳକୁ ପାନୀୟ ଉପଯୋଗୀ ଜଳରେ ପରିଣତ କରାଯିବ । ଏହାଦ୍ୱାରା ଦୈନିକ ୫୦ ଲକ୍ଷ ଲିଟର ପାନୀୟ ଜଳ ମିଳିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ