Masthead

ପ୍ରୟାସକାନ୍ତିଙ୍କୁ ୧୮ ଘଣ୍ଟାର ମାରାଥନ ଜେରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ମାରାଥନ ଜେରା । ଭୁବନେଶ୍ୱର ଇଡି ଅଫିସରେ ପ୍ରୟାସକାନ୍ତିଙ୍କୁ ୧୮ ଘଣ୍ଟାର ଜେରା । ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ଜେରା । ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି ମାମଲାରେ ଭଣ୍ଡାରିପୋଖରୀର ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି‌ଙ୍କୁ ରାତି ତମାମ ମାରାଥନ ଜେରା କରିଛି ଇଡି। ୧୮ ଘଣ୍ଟାରୁ ଅଧିକ ସମୟ ଧରି ପ୍ରୟାସକାନ୍ତି‌ଙ୍କୁ ଗୁଡ଼ାଇ ତୁଡ଼ାଇ ପ୍ରଶ୍ନ କରିଥିଲା ଇଡି। ୧୮ ଘଣ୍ଟାର ଜେରା ପରେ ଭୋର ସାଢ଼େ ୪ଟାରେ ଇଡି କାର୍ଯ୍ୟାଳୟରୁ ବାହାରିଥିଲେ ପ୍ରୟାସକାନ୍ତି।ଗତକାଲି ଦିନ ୧୦ଟାରେ ଇଡିରେ ହାଜର ହୋଇଥିଲେ ପ୍ରୟାସକାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା