Masthead

ଆଜିଠୁ ପୁଣି ଚାଷୀଙ୍କ ଦିଲ୍ଲୀ ଚଲୋ ଅଭିଯାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ପୁଣି ଚାଷୀଙ୍କ ଦିଲ୍ଲୀ ଚଲୋ ଅଭିଯାନ। ସାରା ଦେଶରୁ ଆସିଥିବା ଚାଷୀମାନେ ଦିଲ୍ଲୀରେ ପହଞ୍ଚିବେ ବୋଲି ଆଶା କରାଯାଉଛି । ଦାବି ପୂରଣ ନହେବା ଯାଏଁ ଏହି ଆନ୍ଦୋଳନ ଜାରି ରଖାଯିବ ବୋଲି କହିଛନ୍ତି କୃଷକ ନେତା ଜଗଜିତ ସିଂ ଦାଲେୱାଲ। ଏହାଛଡ଼ା ୧୦ ତାରିଖରେ କରାଯିବ ଦେଶବ୍ୟାପୀ ରେଳରୋକ ଆନ୍ଦୋଳନ। ଚାଷୀଙ୍କ ଦାବି ପ୍ରସଙ୍ଗରେ ସାରା ଦେଶରେ ଦିନ ୧୨ଟାରୁ ଅପରାହ୍ଣ ୪ଟା ଯାଏ ରେଳରୋକ କରାଯିବ। ପୋଲିସ ପକ୍ଷରୁ ରାଜଧାନୀର ରେଳ ଷ୍ଟେଶନ ଏବଂ ଇଣ୍ଟରଷ୍ଟେଟ ବସ ଟର୍ମିନାଲରେ ସୁରକ୍ଷାକୁ କଡାକଡି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ