Masthead

ମହିଳା ରାଲିକୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ

କୋଲକାତା (ବଡ଼ ଖବର ବ୍ୟୁରୋ): ଦିନକ ପରେ ଅନ୍ତର୍ଜାତୀୟ ମହିଳା ଦିବସ । ତେବେ ଦିନକ ପୂର୍ବରୁ ପଶ୍ଚିମବଙ୍ଗରେ ଆଜି ମହିଳା ରାଲିକୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କ ମହିଳା ରାଲି ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି । ବାରାସତରେ ମହିଳା ସମାବେଶକୁ ସମ୍ବୋଧନ କରି ନାରୀ ସଶକ୍ତିକରଣ ଏବଂ ସନ୍ଦେଶଖାଲି ପ୍ରସଙ୍ଗ ଉଠାଇବେ ବୋଲି କୁହାଯାଉଛି । ୫ଦିନ ତଳେ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗ ଗସ୍ତ କରି ଆରାମବାଗରେ ଟିଏମସି ସରକାର ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍ କରିଥିବା ବେଳେ, ସପ୍ତାହେ ଭିତରେ ଏହା ତାଙ୍କର ଦ୍ୱିତୀୟ ଗସ୍ତ ।

ଗତକାଲି ପଶ୍ଚିମବଙ୍ଗରେ ପହଞ୍ଚିବା ପରେ ରାଜଭବନରେ ରାତ୍ରିଯାପନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆଜି ହାୱଡ଼ାରେ ଦେଶର ପ୍ରଥମ ଅଣ୍ଡରୱାଟର ମେଟ୍ରୋ ପ୍ରକଳ୍ପ ଲୋକାର୍ପଣ ପରେ ଆକାଶମାର୍ଗରେ ବାରାସତ ଯିବେ ମୋଦି । ସେଠାରେ ମହିଳା ସମାବେଶକୁ ଉଦବୋଧନ ଦେବା ପୂର୍ବରୁ ୧୧ କିଲୋମିଟରର ମେଗା ରୋଡ ଶୋ କାର୍ୟ୍ୟକ୍ରମ ରହିଛି । ଅନ୍ୟପଟେ ଆଜି ହାୱଡ଼ାରେ ଦେଶର ପ୍ରଥମ ଅଣ୍ଡର-ୱାଟର୍ ମେଟ୍ରୋ ପ୍ରକଳ୍ପ ଲୋକାର୍ପଣ କରିବେ ମୋଦି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା