Masthead

ଜେଇଙ୍କୁ ମରଣାନ୍ତକ ଆକ୍ରମଣ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୋଳ ଜିଲ୍ଲା ପାଲଲହଡ଼ା ଠାରେ ମଙ୍ଗଳବାର ଜଣେ ବ୍ୟବସାୟୀଙ୍କ ବକେୟା ପଇସା ପୈଠ ନ କରିବାରୁ ବିଦ୍ୟୁତ୍ ବିଭାଗ ବିଦ୍ୟୁତ୍ ସଂଯୋଗ କାଟି ଦେଇଥିଲେ। ଏହା ପରେ ଉକ୍ତ ବ୍ୟବସାୟଙ୍କ ସହିତ କିଛି ଅସାମାଜିବ ଯୁବକ ବିଦ୍ୟୁତ୍ ଅଫିସରେ ପହଞ୍ଚି ଉକ୍ତ ଜେଇଙ୍କୁ ଚୌକିରୁ ପିଟି ପିଟି ବାହାରକୁ ଘୋଷାଡି ଆଣି ପଥର କଚାଡ଼ିବାର ଭିଡ଼ିଓ ଭାଇରାଲ ହେଉଛି।

ତେବେ ଆକ୍ରମଣ କରିଥିବା ଯୁବକଙ୍କ ମଧ୍ୟରୁ ଦୁଇଜଣ ଯୁବକ ବିଧାୟକଙ୍କ ଖାସ୍ ଅନୁଗତ ହୋଇଥିବା ଜଣା ପଡିଛି। ତେବେ ପାଲଲହଡ଼ାରେ ଏବେ ବିଜେଡି କର୍ମୀଙ୍କ ଉତ୍ପାତ ବଢ଼ି ଚାଲିଥିବା ନେଇ ସାଧାରଣରେ ଚର୍ଚ୍ଚା ହେଉଛି। ତେବେ ଉଭୟ ପକ୍ଷରୁ ଥାନାରେ ଏତଲା ପରେ ଶାସକ ଦଳର କର୍ମୀ ଆକ୍ରମଣ କରିଥିବାରୁ ପୋଲିସ୍ ଚୁପ୍ ବସିଥିବା ଅଭିଯୋଗ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ