Masthead

ଶଙ୍ଖ ଧରିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଶଙ୍ଖ ଧରିଲେ ଅରବିନ୍ଦ । ବିଜେଡିରେ ଯୋଗଦେଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ । ନବୀନ ନିବାସ ଆସି ବିଜେଡିରେ ସାମିଲ ହେଲେ ଅରବିନ୍ଦ ମହାପାତ୍ର । ପ୍ରତାପ ଦେବ, ଅତନୁ ନାୟକ, ଅଂଶୁମାନ ମହାନ୍ତି ପ୍ରମୁଖ ଉପସ୍ଥିତ । ୨୦୦୦ ମସିହାରେ ଟିକେଟ କଟିବା ସହ ବିଜୟଙ୍କୁ ଦୂରେଇ ଦେଇଥିଲା ଦଳ । ଏହାପରେ ଓଜିପି, ଏନସିପି, ବିଜେପିରେ ନିଜର ଭାଗ୍ୟପରୀକ୍ଷା କରିଥିଲେ ମଧ୍ୟ ପୁଣିଥରେ ବିଧାୟକ ଭାବେ ନିର୍ବାଚିତ ହୋଇପାରିନଥିଲେ ବିଜୟ । ତେବେ ୨୦୧୯ ନିର୍ବାଚନରେ ପରାଜୟ ପରେ ବିଜୟ ମହାପାତ୍ର ବିଜେପି ରାଜନୀତିରୁ ନିଜକୁ ଦୂରେଇ ରଖିଥିଲେ । ପୁଅ ଅରବିନ୍ଦ ପାଟକୁରା ନିର୍ବାଚନ ମଣ୍ଡଳୀରେ ସକ୍ରିୟ ରହିବା ସହ ରାଜନୀତି କରିବା ନେଇ ସ୍ପଷ୍ଟ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?