Masthead

ମହାଶିବରାତ୍ରି ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାତି ପାହିଲେ ମହାଶିବରାତ୍ରି । ଏଥିପାଇଁ ଚଳଚଞ୍ଚଳ ଶୈବ ପୀଠ। ମହାଶିବରାତ୍ରି ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଭିଡ଼ ଉପରେ ନଜର ରଖିବା ପାଇଁ ୪ଟି ସିଫ୍ଟରେ ସମ୍ପୂର୍ଣ୍ଣ ସ୍ଥାନ ଜଗିବେ ପୋଲିସ । ୫ ଆଡିସନାଲ ଡିଏସପି, ୧୪ଏସିପି, ୨୧ ଆଇଆଇସି, ୮୪ ଏସଆଇ, ୯୩ ଏଏସଆଇ ମୁତୟନ ରହିବେ । ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥ କରାଯାଇଛି । ଭିଡ ନିୟନ୍ତ୍ରଣ ପାଇଁ ଓଡ୍ରାଫ,ଅଗ୍ନିଶମ ଅଧିକାରୀ ରହିବେ । ସବୁଠି ଲାଗିବ ସିସିଟିଭି । ସାଧା ପୋଷାକରେ ମୁତୟନ ରହିବେ ପୋଲିସ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପ୍ରତୀକ ସିଂ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ