Masthead

ଦିଲ୍ଲୀରୁ ଫେରିଲେ ବବି-ପାଣ୍ଡିଆନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦିଲ୍ଲୀରୁ ଫେରିଲେ ପାଣ୍ଡିଆନ ଓ ପ୍ରଣବ ପ୍ରକାଶ ଦାସ । ପ୍ରଥମେ ମହିଳା ସମାବେଶରେ ଯୋଗଦେଲେ ପରେ ନେତାଙ୍କୁ ଭେଟି ନବୀନ ନିବାସ ଯିବେ ସମସ୍ତ ନେତା । ସେପଟେ ମେଣ୍ଟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ । କହିଛନ୍ତି ବିଜେପି ଏକା ଲଢ଼ିବା ସମ୍ଭାବନା । ସେ ନେଇ କୌଣସି ନିଷ୍ପତ୍ତି ହୋଇନାହିଁ ବୋଲି କହିଲେ ପୃଥ୍ୱୀରାଜ । ସଭାପତି କେନ୍ଦ୍ରୀୟ ନେତୃତ୍ୱ ଆଗରେ ସ୍ପଷ୍ଟ ମତାମତ ରଖିଛନ୍ତି ।

ଆମେ ଏକାକୀ ଲଢ଼ିଲେ ଭଲ କରିବୁ ବୋଲି ରାଜ୍ୟ ସଭାପତି କହିଛନ୍ତି । ସଭାପତି ଯାହା ଜଣାଇଛନ୍ତି, ଭାରତୀୟ ଜନତା ପାର୍ଟି ସେଥିରେ ବିଶ୍ବାସ କରେ । ଯାହା କେନ୍ଦ୍ରୀୟ ନିଷ୍ପତ୍ତି ଆସିବ, ସେ ଅନୁସାରେ ଆମେ ଚାଲିବୁ । ଯେତେଦୂର ସମ୍ଭବ, ବିଜେପି ଏକା ଲଢ଼ିବାର ବହୁ ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ