Masthead

ଘର ଉପରେ ଚଢିଗଲା ଗଞ୍ଜେଇ ଭର୍ତ୍ତି ଗାଡି

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଚଚରାଭଟ୍ଟା ଗାଁ ନିକଟରେ ଗଞ୍ଜେଇ ଭର୍ତ୍ତି ଟାଟା ସୁମୋ ଗାଡି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ଆଜି ସକାଳେ ଏକ ଗଞ୍ଜେଇ ଭର୍ତ୍ତି ଗାଡି ଦ୍ରୁତଗତିରେ ଆସି ଏକ ଘର ଉପରେ ମାଡି ଯାଇଥିଲା । ଫଳରେ ଘର ଭାଙ୍ଗି ଯାଇଥିବା ବେଳେ ଘରେ ଶୋଇଥିବା ଲୋକେ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡ଼ିଛି ।

ଗାଡି ଚାଳକକୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଗାଡିରେ ପ୍ରାୟ ଅଢେଇ କ୍ୱିଣ୍ଟାଲ ଗଞ୍ଜେଇ ଥିବା ଜଣାପଡ଼ିଛି । ଲାଠୋର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ