Masthead

ଆସାମ କାଜିରଙ୍ଗା ଜାତୀୟ ଉଦ୍ୟାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆସାମ(ବଡ଼ ଖବର ବ୍ୟୁରୋ): ଦୁଇ ଦିନିଆ ଆସାମ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ସମୟ ମଧ୍ୟରେ ସେ ୧୮ ହଜାର କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଉଦଘାଟନ କରିବେ। ଆଜି ପ୍ରଧାନମନ୍ତ୍ରୀ କାଜିରଙ୍ଗା ଜାତୀୟ ଉଦ୍ୟାନରେ ଏକ ଜଙ୍ଗଲ ସଫାରି କରିଥିଲେ। ସକାଳୁ ସକାଳୁ ମୋଦି କାଜିରଙ୍ଗା ନ୍ୟାସନାଲ ପାର୍କ ଆଣ୍ଡ ଟାଇଗର ରିଜର୍ଭରେ ପହଞ୍ଚିଥିଲେ । କାଜିରଙ୍ଗାକୁ ମୋଦିଙ୍କ ଏହା ପ୍ରଥମ ଗସ୍ତ । ଏଠାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ହାତୀ ପିଠିରେ ବସି ପାର୍କ ବୁଲିଥିଲେ । ଆଜି ଆସାମରେ ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ଜୋରହାଟରେ ଅପରାହ୍ନରେ ମୋଦି ୧୨୫ ଫୁଟ ଉଚ୍ଚତାର ଷ୍ଟାଚ୍ୟୁ ଅଫ୍ ଭେଲରର ଉନ୍ମୋଚନ କରିବେ । ଏହା ପରେ ମେଲେଙ୍ଗ ମେଟେଲି ପୋଥାର ପରିଦର୍ଶନ କରିବେ ଯେଉଁଠାରେ ସେ ପ୍ରାୟ ୧୮,୦୦୦କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ