Masthead

ଜାଗର ଯାତ୍ରା ଦେଖି ଘରକୁ ଫେରିବା ବେଳେ ଦୁର୍ଘଟଣା, ଟ୍ରାକ୍ଟର ଓଲଟି ୩୦ ଆହତ

ତୁମୁଡିବନ୍ଧ(ବଡ଼ ଖବର ବ୍ୟୁରୋ): ଶିବରାତ୍ର ହେଲା କାଳ । ଜାଗର ଦେଖି ଘରକୁ ଫେରୁଥିବା ବେଳେ ଓଲଟିଲା ଟାକ୍ଟର । ୩୦ରୁ ଅଧିକ ଆହତ । କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ ବେଲଘରରେ ଘଟିଛି ଏହି ଦୁର୍ଘଟଣା । ଜାଗର ଯାତ୍ରା ଦେଖି ଫେରୁଥିବା ବେଳେ ଭୋର ସମୟରେ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଝିରିପାଣି ଓ ଆଖପାଖ ଗ୍ରାମର ୩୦ରୁ ଅଧିକ ଆହତ ହୋଇଛନ୍ତି । ଆହତଙ୍କୁ ତୁମୁଡିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯାଉଥିବା ବେଳେ ଗୁରୁତରଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼