Masthead

ଲାଭ ହେବା ପାଇଁ ମେଣ୍ଟ କରାଯାଉଛି: ନୃସିଂହ ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମେଣ୍ଟ ହେଉ ବା ନହେଉ ବିଜେଡି ୧୧୦ରୁ ଉର୍ଦ୍ଧ୍ବ ସିଟରେ ଜିତିବ ବୋଲି ଟାର୍ଗେଟ ରଖିଥିବା କହିଛନ୍ତି ବିଜେଡି ବିଧାୟକ ନୃସିଂହ ସାହୁ । ଓଡ଼ିଶାର ସ୍ବାର୍ଥ ପାଇଁ ବିଜେଡି ମେଣ୍ଟ କରିବା ପାଇଁ ଆଗ୍ରହୀ ହୋଇଛି ବା ରାଜି ହୋଇଛି । ଲାଭ ହେବା ପାଇଁ ମେଣ୍ଟ କରାଯାଉଛି । କେନ୍ଦ୍ର ସହ ଭଲ ବୁଝାମଣା ରହିଲେ ରାଜ୍ୟର ବିଭିନ୍ନ ସୁବିଧା ହେବ ବୋଲି ଆଶା ଅଛି ।

ମେଣ୍ଟ ବାବଦରେ ବିଭିନ୍ନ ଚର୍ଚ୍ଚା ହେଉଛି । ମେଣ୍ଟ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯାହା ନିଷ୍ପତି ନେବେ ଦଳ ତାହା ମାନିବ । ମେଣ୍ଟ ହେଲେ ବିଦ୍ରୋହୀ ବାହାରିଲା ଭଳି ଲାଗୁନି । ସିଟ କରିବ କିନ୍ତୁ ବିଦ୍ରୋହୀ ହେବା ଭଳି ଲାଗୁନି । ଯେଉଁମାନେ ବିଜେଡି ପ୍ରତି ବିଶ୍ଵସ୍ତ ସେମାନେ ଦଳରେ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ