କଂଗ୍ରେସକୁ ଆଉ ଏକ ଝଟକା, ହାତ ଛାଡ଼ିଲେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୁରେଶ ପଚୌରୀ

ମଧ୍ୟପ୍ରଦେଶ (ବଡ଼ ଖବର ବ୍ୟୁରୋ): ଲୋକ ସଭା ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶରେ କଂଗ୍ରେସ ଆଉ ଏକ ବଡ଼ ଝଟକା ଲାଗିଛି । ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ମଧ୍ୟପ୍ରଦେଶ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୁରେଶ ପଚୌରୀ ବିଜେପିରେ ଯୋଗ ଦେଇଛନ୍ତି । ସୁରେଶ ପଚୌରୀ ଚାରିଥର ଏମ୍‌ପି ସହ କଂଗ୍ରେସ ସରକାରଙ୍କ ଅନେକ ମନ୍ତ୍ରଣାଳୟ ପାଇଁ କେନ୍ଦ୍ରମନ୍ତ୍ରୀ ରହିଛନ୍ତି।

ସୁରେଶ ୧୯୭୨ରେ ଯୁବ କଂଗ୍ରେସ କର୍ମୀ ଭାବରେ ତାଙ୍କର ରାଜନୈତିତିକ ଯାତ୍ରା ଆରମ୍ଭ କରିଥିଲେ। ଏହା ପରେ ସେ ୧୯୮୪ରେ ରାଜ୍ୟ ଯୁବ କଂଗ୍ରେସ ସଭାପତି ହୋଇଥିଲେ। ୧୯୮୪ରେ ନିଜେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ସୁରେଶ ୧୯୯୦, ୧୯୯୬ ଏବଂ ୨୦୦୨ରେ ସେ ପୁଣି ଏମ୍‌ପି ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ