Masthead

ତାଲିକାରେ ୧୫୦ ଆଶାୟୀଙ୍କ ନାମ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ପାଇଁ ଏବେ ନିଜ ଗଡ଼ ପ୍ରସ୍ତୁତ କରୁଛନ୍ତି ବିଭିନ୍ନ ରାଜନୈତିକ ଦଳ । ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିପାରେ ବିଜେପି ବୋଲି ଚର୍ଚ୍ଚା ହେଉଛି । ତାଲିକାରେ ୧୫୦ ଆଶାୟୀଙ୍କ ନାମ ରହିଛି । ପ୍ରଥମ ପର୍ଯ୍ୟାୟରେ ୧୯୫ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା । ଆଜି ସନ୍ଧ୍ୟାରେ ବିଜେପିର ସିଇସି ବୈଠକ । ବୈଠକ ପରେ ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ ।

ସୂଚନା ଅନୁସାରେ, ଆଜି ସନ୍ଧ୍ୟାରେ ବିଜେପିର ସିଇସି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକ ପରେ ବିଜେପି ନିଜ ଦ୍ୱିତୀୟ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଅନୁମାନ କରାଯାଉଛି । ତେବେ ଏହି ତାଲିକାରେ ଦଳର ପ୍ରାୟ ୧୫୦ ଜଣ ଆଶାୟୀ ପ୍ରାର୍ଥୀଙ୍କ ନାମରେ ମୋହର ଲଗାଇପାରେ ବିଜେପି ।

ବୈଠକରେ ପ୍ରାର୍ଥୀଙ୍କ ନାମକୁ ନେଇ ଆଲୋଚନା କରାଯାଇପାରେ । ଗତକାଲି ସନ୍ଧ୍ୟାରେ ଜେପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ବଡ଼ ବୈଠକ ବସିଥିଲା । ତେବେ ଦ୍ୱିତୀୟ ପର୍ଯ୍ୟାୟରେ ବିଜେପି କେଉଁ ପ୍ରାର୍ଥୀଙ୍କୁ ସ୍ଥାନ ଦେବ ତାହାକୁ ସମସ୍ତଙ୍କ ଅପେକ୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା