Masthead

ସ୍କୁଲ କର୍ମଚାରୀଙ୍କୁ ବର୍ଷକୁ ମିଳିବ ୧୫ ଦିନ ସାମୟିକ ଛୁଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ରାଜ୍ୟର ସମସ୍ତ ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଏବଂ ମହିଳା କର୍ମଚାରୀମାନଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ପ୍ରଦାନ ନିମନ୍ତେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଏହା ଦ୍ୱାରା ରାଜ୍ୟର ୨୫୬୦ ଉଚ୍ଚ ବିଦ୍ୟାଳୟ, ୯୪୦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ୩୯ ସଂସ୍କୃତ ଟୋଲ୍‌ ଏବଂ ୧୩୮ ମଦ୍ରାସାରେ କାର୍ୟ୍ୟରତ ପ୍ରାୟ ୩୩,୪୨୦ କର୍ମଚାରୀ (ଶିକ୍ଷକ ଓ ଅଣଶିକ୍ଷକ) ଉପକୃତ ହେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି