Masthead

ପାରିବାରିକ କଳହକୁ ନେଇ ଦମ୍ପତିଙ୍କ ଆତ୍ମହତ୍ୟା

ନରସିଂହପୁର (ବଡ଼ ଖବର ବ୍ୟୁରୋ): ପାରିବାରିକ କଳହକୁ ନେଇ ବଡମ୍ବା ମାଣିଆବନ୍ଧରେ ଦମ୍ପତିଙ୍କ ଆତ୍ମହତ୍ୟା। ମୃତ ସ୍ୱାମୀ-ସ୍ତ୍ରୀ ହେଲେ ସେହି ଗ୍ରାମର ନିତ୍ୟାନନ୍ଦ ମହାପାତ୍ର ଏବଂ ସ୍ତ୍ରୀ ଶାନ୍ତିଲତା ମହାପାତ୍ର । କେଉଁ କାରଣରୁ ଘଟଣା ଘଟିଛି ସ୍ପଷ୍ଟ ହୋଇ ପାରିନଥିବା ବେଳେ ପାରିବାରିକ କଳହ ବୋଲି ଅନୁମାନ କରାଯାଉଛି। ଖବର ପାଇ ମାଣିଆବନ୍ଧ ଥାନା ଅଧିକାରୀ କାଦମ୍ବିନୀ ପରିଡା ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଏନେଇ ଦୁଇଟି ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିଡି ସତୀଶନ କେରଳମ ମୁଖ୍ୟମନ୍ତ୍ରୀ 🔴 ପବନରେ ଉଡ଼ିଗଲେ ବ୍ୟକ୍ତି! 🔴 ଭିଜିଲାନ୍ସ ଜାଲରେ ଡିଭିଜନ ଯନ୍ତ୍ରୀ 🔴 ଚିନି ରପ୍ତାନି ବନ୍ଦ କଲା ଭାରତ 🔴 ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଆଶଙ୍କା 🔴 ବିଧାନସଭାରେ ବିଜୟଙ୍କ ବଡ଼ ବିଜୟ 🔴 ଟ୍ରକକୁ ଧକ୍କା ଦେଲା କାର୍ , ଦୁର୍ଘଟଣାରେ ଜଣେ ମୃତ 🔴 ଆଜି ବିଜୟଙ୍କ ଫ୍ଲୋର୍‌ ଟେଷ୍ଟ  🔴 ରାଜ୍ୟର ବିଭିନ୍ନ ସ୍ଥାନରେ ବଢ଼ିପାରେ ତାପମାତ୍ରା 🔴 NEET UG ପରୀକ୍ଷା ବାତିଲ 🔴 ଭିଡି ସତୀଶନ କେରଳମ ମୁଖ୍ୟମନ୍ତ୍ରୀ 🔴 ପବନରେ ଉଡ଼ିଗଲେ ବ୍ୟକ୍ତି! 🔴 ଭିଜିଲାନ୍ସ ଜାଲରେ ଡିଭିଜନ ଯନ୍ତ୍ରୀ 🔴 ଚିନି ରପ୍ତାନି ବନ୍ଦ କଲା ଭାରତ 🔴 ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଆଶଙ୍କା 🔴 ବିଧାନସଭାରେ ବିଜୟଙ୍କ ବଡ଼ ବିଜୟ 🔴 ଟ୍ରକକୁ ଧକ୍କା ଦେଲା କାର୍ , ଦୁର୍ଘଟଣାରେ ଜଣେ ମୃତ 🔴 ଆଜି ବିଜୟଙ୍କ ଫ୍ଲୋର୍‌ ଟେଷ୍ଟ  🔴 ରାଜ୍ୟର ବିଭିନ୍ନ ସ୍ଥାନରେ ବଢ଼ିପାରେ ତାପମାତ୍ରା 🔴 NEET UG ପରୀକ୍ଷା ବାତିଲ