Masthead

ସାମାନ୍ୟ ବଚସାରୁ ପ୍ରେମିକାକୁ ହତ୍ୟା, ଗିରଫ ହେଲା ପ୍ରେମିକ

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): ସାମାନ୍ୟ ବଚସାରୁ ପ୍ରେମିକାକୁ ହତ୍ୟା । ଘର ଭିତରୁ ମିଳିଲା ଯୁବତୀଙ୍କ ମୃତଦେହ । ଗତ ଗୁରୁବାର ଲୋକନାଥପୁର ଗ୍ରାମ ବନ୍ଦ ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ଘଟଣା ପ୍ରେମିକକୁ ଗିରଫ କଲା କାମାକ୍ଷାନଗର ପୋଲିସ। ଗିରଫ ପ୍ରେମିକ ହେଲେ ଢେଙ୍କାନାଳ ସଦର ଥାନା ବଉଳପୂର ଗ୍ରାମର ଶିବ ପ୍ରସାଦ ସେନାପତି। ପୂର୍ବରୁ ଉଭୟଙ୍କର ପ୍ରେମ ସଂପର୍କ ଥିଲା । ଗତ ୭ ତାରିଖରେ ଘରେ କେହି ନଥିବାର ସୁଯୋଗ ନେଇ ପ୍ରେମିକ ଶିବପ୍ରସାଦ ଯୁବତୀଙ୍କ ଘରକୁ ଆସିଥିଲେ।

କୈାଣସି କାରଣ ବସତଃ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା ଏଥିରେ ଉତକ୍ଷିପ୍ତ ହୋଇ ପ୍ରେମିକ ଶିବପ୍ରସାଦ ପ୍ରେମିକାର ତଣ୍ଟିକୁ ଚିପି ହତ୍ୟା କରି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା। ଘଟଣାସ୍ଥଳରେ କାମାକ୍ଷାନଗର ଥାନା ପୋଲିସ ଲୋକନାଥପୂର ଗ୍ରାମରେ ପହଞ୍ଚି ଲକ୍ଷ୍ମି ଖୁଣ୍ଟିଆଙ୍କ ମୃତଦେହ ଘର ଭିତରୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ କରି ପ୍ରେମିକ ଶିବପ୍ରସାଦକୁ ଗିରଫ କରିବା ସହ ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା