Masthead

ଆଜି କେନ୍ଦ୍ରୀୟ ନେତୃତ୍ୱଙ୍କ ସହ କରିବେ ଆଲୋଚନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍ପଷ୍ଟ ହେବ କି ମେଣ୍ଟ ସମୀକରଣ । ଦ୍ୱନ୍ଦ୍ୱ ଭିତରେ ପୁଣି ବଢିଛି ମେଣ୍ଟ ଚର୍ଚ୍ଚା । ଉଭୟ ଶିବିରରେ ନୀରବତା ପରେ ପୁଣି ଥରେ ବିଜେଡି ଏବଂ ବିଜେପି ମଧ୍ୟରେ ମେଣ୍ଟ ଚର୍ଚ୍ଚା ଆରମ୍ଭ ହୋଇଛି। ଦିଲ୍ଲୀରେ ଅଛନ୍ତି ରାଜ୍ୟ ବିଜେପିର ମୁଖିଆଙ୍କ ସହ ନିର୍ବାଚନ ପ୍ରଭାରୀ ଓ ସହପ୍ରଭାରୀ । କେନ୍ଦ୍ରର ଶୀର୍ଷ ନେତାଙ୍କ ସହ କରିବେ ଆଲୋଚନା ।  ଆଜି ଦିଲ୍ଲୀରେ ବସିଛି କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ । ଆଜିର ବୈଠକରେ ମେଣ୍ଟ ସମ୍ପର୍କରେ କିଛି ନିଷ୍ପତ୍ତି ନିଆଯାଇପାରେ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼