Masthead

ଏନଟିପିସି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଆୟୋଜିତ

ଝାରସୁଗୁଡା(ବଡ଼ ଖବର ବ୍ୟୁରୋ): ଆଜି ଏନଟିପିସି ସଭା ଗୃହରେ ଏନଟିପିସି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇଥିଲା । ଏହି ସାମ୍ବାଦିକ ସମ୍ମିଳନୀରେ ଏନଟିପିସି ଦରଳୀ ପାଲିର ଅନେକ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଏନଟିପିସି ପକ୍ଷରୁ ଗୋଟିଏ ବାର୍ଷିକ ବିବରଣୀ ପାଠ କରି ପୂରାବର୍ଷ ଧରି ତାଙ୍କର ତରଫରୁ ସ୍ଥାନୀୟ ଲୋକଙ୍କ ପାଇଁ କ’ଣ କ’ଣ କରାଯାଉଛି ତଥା ଆଉ କ’ଣ କରାଯିବ ଏହି ସବୁର ସୂଚନା ଦେଇଥିଲେ । ଏହି ଅବସରରେ ଏନଟିପିସି ଦର୍ଲିପାଲିର ପ୍ରୋଜେକ୍ଟ ହେଡ୍ ଏଚ୍ଚ ଏନ୍ ଚକ୍ରବର୍ତ୍ତୀ ସାମ୍ବାଦିକ ମାନଙ୍କୁ ଏନଟିପିସିର ସିଏସଆରରେ କେତେ କାର୍ଯ୍ୟ କରାଯାଉଛିସେ ବିଷୟରେ ଆଲୋଚନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା