Masthead

ଆଜି ଆସିପାରେ ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ପାଇଁ ଟିକେଟ କସରତ ଜୋରଦାର । ଆଜି ଆସିପାରେ ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ଲୋକସଭା ନିର୍ବାଚନ ପାଇଁ ସୋମବାର ବିଳମ୍ବିତ ରାତି ଯାଏଁ ଦିଲ୍ଲୀରେ ବସିଥିଲା ବିଜେପିର କେନ୍ଦ୍ରୀୟ କମିଟି ବୈଠକ । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ । କେଉଁ ଆସନରୁ କାହାକୁ ମିଳିବ ଟିକେଟ ସେ ନେଇ ବୈଠକରେ ହୋଇଛି ଆଲୋଚନା ।ପ୍ରଥମ ପର୍ଯ୍ୟାୟରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିଲା । ତେବେ ଦ୍ୱିତୀୟ ପର୍ଯ୍ୟାୟ ତାଲିକାରେ ୧୫୦ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ